୧୨ ନୂଆ ଏନଏସି ପାଇଁ ଡ୍ରାଫ୍ଟ ନୋଟିସ ଜାରି, ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

୧୨ ନୂଆ ଏନଏସି ପାଇଁ ଡ୍ରାଫ୍ଟ ନୋଟିସ

ଭୁବନେଶ୍ୱର: ୧୨ ନୂଆ ଏନଏସି ପାଇଁ ପ୍ରକାଶ ପାଇଲା ଡ୍ରାଫ୍ଟ ନୋଟିସ। ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଲା। ପାଲଲହଡ଼ା, ବୀରମହାରାଜପୁର, ସିମୁଳିଆ, ବସ୍ତା, ବେତନଟୀ, ବାଙ୍ଗିରିପୋଷି, ଚିତ୍ରଡ଼ା, ବିଷମକଟକ, ବାମରା, ରେଙ୍ଗାଲି, ତିହିଡ଼ି, ଧୂଷରୀ ପାଇଁ ଡ୍ରାଫ୍ଟ ନୋଟିସ ଜାରି ହୋଇଛି।