fbpx

ଡିଆରଡିଓ ମାମଲା: ରିମାଣ୍ଡରେ ଗଲେ ୫ ଅଭିଯୁକ୍ତ

ବାଲେଶ୍ୱର(ଓଡ଼ିଶା ଭାସ୍କର): ଡିଆରଡିଓ ତଥ୍ୟ ଲିକ୍ ମାମଲାରେ ଏଯାବତ୍ ୫ ଜଣଙ୍କୁ ଗିରଫ କରିଛି ବାଲେଶ୍ୱର ପୋଲିସ୍ । ତେବେ ଆଜି ଉକ୍ତ ୫ ଜଣଙ୍କୁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ । ବାଲେଶ୍ୱର ଜେଲରୁ କଟକ ଆଣୁଛି କ୍ରାଇମବ୍ରାଞ୍ଚ । ୭ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ଏସଡିଜେଏମ୍ କୋର୍ଟ ।

Get real time updates directly on you device, subscribe now.