ଉତ୍ତର ଭାରତରେ ବିଭିନ୍ନ ଅଞ୍ଚଳରେ ଭୂମିକମ୍ପ ଝଟକା

ନୂଆଦିଲ୍ଲୀ, ୨୯/୫:ଉତ୍ତର ଭାରତରେ ବିଭିନ୍ନ ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରାତି ୯ ଟା ୮ ବେଳେ ଭୂମିକମ୍ପ ଅନୁଭୂତ ହୋଇଥିବା ନେଇ ସୂଚନା ରହିଛି। ଦିଲ୍ଲୀ ଏନସିଆରରେ ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ନୋଏଡ଼ା,ଗାଜିଆବାଦରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୬ ରହିିିଥିଲା।