fbpx

ଜିତୁ ପଟ୍ଟନାୟକଙ୍କ ଘରେ ଇଡି ରେଡ୍: ଭୁବନେଶ୍ୱର ଓ ଯୋଡ଼ାର ୨ଟି ଲେଖାଏଁ ସ୍ଥାନରେ…

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି । ମନି ଲଣ୍ଟ୍ରିଂ ମାମଲାରେ ଇଡି ଚଢ଼ାଉ କରିଥିବା ଜଣାପଡିଛି । ଭୁବନେଶ୍ୱରର ୨ଟି ଓ ଯୋଡ଼ାର ୨ଟି ସ୍ଥାନରେ ରେଡ୍ ହୋଇଥିବା ଜଣାପଡିଛି । କ୍ୱିନରୁ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହୋଇଛି, ସେନେଇ କୌଣସି ସୂଚନା ମିଳିନାହିଁ ।

Get real time updates directly on you device, subscribe now.