ନୂଆଦିଲ୍ଲୀ: ଇଡି ଟିମ୍ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ରାଉଜ୍ ଆଭେନ୍ୟୁ କୋର୍ଟରେ ପହଞ୍ଚିଛି। ଇଡିର ରିମାଣ୍ଡ ଆବେଦନର ଶୁଣାଣି ପିଏମଏଲଏ କୋର୍ଟରେ ହେବ ।
ଗୁରୁବାର ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଇଡି ନୂଆଦିଲ୍ଲୀସ୍ଥିତ ତାଙ୍କ ବାସଭବନରୁ ଗିରଫ କରିଥିଲା। ସେ ଦିଲ୍ଲୀ ମଦ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି।
#WATCH | Enforcement Directorate produces Delhi CM Arvind Kejriwal before Rouse Avenue court following his arrest yesterday pic.twitter.com/xet3JmDjwc
— ANI (@ANI) March 22, 2024