fbpx

BIG BREAKING…ଅରବିନ୍ଦ କେଜ୍ରିୱାଲଙ୍କୁ କୋର୍ଟକୁ ଆଣିଲା ଇଡି ଟିମ୍

ନୂଆଦିଲ୍ଲୀ: ଇଡି ଟିମ୍ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ରାଉଜ୍ ଆଭେନ୍ୟୁ କୋର୍ଟରେ ପହଞ୍ଚିଛି। ଇଡିର ରିମାଣ୍ଡ ଆବେଦନର ଶୁଣାଣି ପିଏମଏଲଏ କୋର୍ଟରେ ହେବ ।

ଗୁରୁବାର ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଇଡି ନୂଆଦିଲ୍ଲୀସ୍ଥିତ ତାଙ୍କ ବାସଭବନରୁ ଗିରଫ କରିଥିଲା। ସେ ଦିଲ୍ଲୀ ମଦ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି।

Get real time updates directly on you device, subscribe now.