fbpx

ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡିର ଚଢ଼ାଉ

ଓଡ଼ିଶା ଭାସ୍କର: ବିଧାୟକଙ୍କ ଘରେ ଇଡି। ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଚଢ଼ାଉ ହୋଇଥିବା ନେଇ ସୂଚନା ମିଳିଛି। ଇଡି ପକ୍ଷରୁ ଭଦ୍ରକ ସହର ୪ ସ୍ଥାନରେ ଚଢ଼ାଉ ଜାରି ରହିଛି। ତେବେ ପ୍ରଫୁଲ୍ଲଙ୍କ ମୋଟ ୧୦ଟି ସ୍ଥାନରେ ଚଢ଼ାଉ ଜାରି ରହିଥିବା ଜଣାପଡିଛି। ୨୦ କୋଟି ଜମି କେଳେଙ୍କାରୀ ଅଭିଯୋଗରେ ଇଡି ପକ୍ଷରୁ ଏହି ରେଡ କରାଯାଇଥିବା ସୂଚନା ରହିଛି ।

Get real time updates directly on you device, subscribe now.