fbpx
BJD SKY
BJD SKY

ବରଗଡରେ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡିକୁ ଅଣ୍ଡା ମାଡ

BJD

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ପୁଣି ଥରେ ମନ୍ତ୍ରୀଙ୍କ ଗାଡି ଉପରକୁ ହୋଇଛି ଅଣ୍ଡାମାଡ । ଆସନ୍ତା କାଲି ବରଗଡରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପୂର୍ବରୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ହୋଇଛି ଅଣ୍ଡା ମାଡ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବରଗଡରେ ଯାଇଥିବା ବେଳେ ଟୁକୁନିଙ୍କ ଗାଡି ଉପରକୁ ଅଣ୍ଡାମାଡ ହୋଇଛି ।

ଉଲ୍ଲେଖଯୋଗ୍ୟ ଯେ, କିଛି ଦିନ ପୂର୍ବରୁ ଟୁକୁନି ସାହୁଙ୍କୁ ଏକ ଘରେ ବନ୍ଦ କରି ଦେଇଥିଲେ କଂଗ୍ରେସ ସଦସ୍ୟ । ମମିତା ମେହେର ହତ୍ୟାକାଣ୍ଡରେ ନ୍ୟାୟ ଦାବି କରି ଟୁକୁନିଙ୍କୁ ଅଙ୍ଗନବାଡି ଘରେ ବନ୍ଦ କରି ଦେଇଥିଲେ ।

Get real time updates directly on you device, subscribe now.