fbpx

ଦେଶବାସୀଙ୍କୁ ଇଦ୍‌ର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୫/୫: ଦେଶବାସୀଙ୍କୁ ଇଦ୍‌ର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାସହ ସମସ୍ତଙ୍କ ସ୍ବାସ୍ଥ୍ୟ ଓ ସମୃଦ୍ଧି କାମନା କରିଛନ୍ତି ମୋଦି।

Get real time updates directly on you device, subscribe now.