fbpx

ନିର୍ବାଚନୀ ହିଂସା; ଦୁଇ ଗୋଷ୍ଠୀ ମଧ୍ୟରେ ହଣାହଣି, ୭ ଆହତ, ଜଣେ ମୃତ

Advertisement

ଖଲ୍ଲିକୋଟ: ନିର୍ବାଚନ ପାଇଁ ସରଗରମ ରହିଛି ବିଭିନ୍ନ ରାଜନୈତିକ ମାହୋଲ । ଜୋରସୋରରେ ଚାଲିଛି ପ୍ରଚାର କାର୍ଯ୍ୟ । ଏଥିମଧ୍ୟରେ ଖଲ୍ଲିକୋଟରେ ଦେଖିବାକୁ ମିଳିଛି ନିର୍ବାଚନୀ ହିଂସା । ପୋଷ୍ଟର ମାରିବାକୁ ନେଇ  ଦୁଇ ଗୋଷ୍ଠୀ ମୁହାଁମୁହିଁ । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ଭଳି ଘଟଣା ଦେଖିବାକୁ ମିଳିଥିଲା । ଉଭୟ ପକ୍ଷର ୭ ଜଣ ଆହତ ଏବଂ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ସମସ୍ତ ଆହତଙ୍କୁ ବ୍ରହ୍ମପୁର ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.