fbpx

ଭୁବନେଶ୍ୱର ବିମାନ ବନ୍ଦରରେ ବିମାନର ଜରୁରୀ ଅବତରଣ

AAKASH

ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ କଲା ବିମାନ । ଜଣେ ଯାତ୍ରୀ ହଠାତ୍ ଅସୁସ୍ଥ ହେବାରୁ ବିମାନର ଜରୁରୀ ଅବତରଣ । ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏୟାର ଏସିଆ ଯାଉଥିବା ବିମାନର ଜଣେ ଯାତ୍ରୀ ଅସୁସ୍ଥ ହୋଇପଡ଼ିବାରୁ ଜରୁରୀ ଲ୍ୟାଣ୍ଡିଂ । ତେବେ ଅସୁସ୍ଥ ବ୍ୟକ୍ତି କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି ।

 

Get real time updates directly on you device, subscribe now.