fbpx

ଏନକାଉଣ୍ଟରରେ ଟଳିଲେ ୨ ଆତଙ୍କବାଦୀ

ଶ୍ରୀନଗର,୨୫/୬: ଜମ୍ମୁ-କାଶ୍ମୀର ଆଜି ପୁଣି ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସେନାର ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପାରରେ ସେନା-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ଜଣାପଡିଛି । ବର୍ତ୍ତମାନ ସମୟରେ ପୋଲିସ, ସେନା ଓ ସିଆରପିଏଫ ପକ୍ଷରୁ ମିଳିତ ଅପରେସନ ଜାରି ରହିଛି । ଅନ୍ୟପଟେ ସୋପାରରେ ମୋବାଇଲ ଓ ଇଣ୍ଟରନେଟ୍ ସେବା ବନ୍ଦ ରହିଛି ।

Get real time updates directly on you device, subscribe now.