କେନ୍ଦୁଝର ଓ ସୋନପୁରରେ ହେବ ଇ.ଏସ.ଆଇ ହସ୍ପିଟାଲ : ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହି ଦୁଇଟି ନୂଆ ପ୍ରକଳ୍ପ ହେଉଛି ଇଏସଆଇ ହସ୍ପିଟାଲ।

କେନ୍ଦୁଝର ଓ ସୋନପୂର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ। ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Get real time updates directly on you device, subscribe now.