fbpx

ଆରପାରିରେ ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିୱାରୀ

ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିୱାରୀଙ୍କ ଆଜି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିିଥିବା ନେଇ ସୂଚନା ମିଳିଛି । ସେ କ୍ୟାନସର ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ ।

Get real time updates directly on you device, subscribe now.