fbpx

IAS ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୪ ।୩(ଓଡିଶା ଭାସ୍କର): ରାଜ୍ୟ ବରିଷ୍ଠ ଆଇଏଏସ ସ୍ତରରେ ଆଜି ଛୋଟ ଧରଣର ଅଦଳବଦଳ ହୋଇଛି । ମଧୂସୁଦନ ପାଢୀଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ସେହିପରି ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦା ରାଜ୍ୟପାଳଙ୍କ ସଚିବ ହୋଇଛନ୍ତି ।

Get real time updates directly on you device, subscribe now.