ଭୁବନେଶ୍ୱର: ଆଇଏଏସ ସ୍ତରରେ ବଡ଼ ଧରଣର ଅଦବଦଳ ଦେଖିବାକୁ ମିଳିଛି। ପଦୋନ୍ନତି ପରେ ନିଯୁକ୍ତି ଦେଇଛନ୍ତି ସରକାର। ୨୮ ଜଣ ଆଇଏଏସଙ୍କ ପଦୋନ୍ନତି ଓ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ଆଇଏଏସ ଧରମା ହାଁସଦା-ଯୁଗ୍ମ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରାନୀ ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ।
ରିଲି କୁମାରୀ ଲୁଲୁ ରାଜସ୍ୱ ବିଭାଗର ଯୁଗ୍ମ ସଚିବ। ବିଏସଏଫ ସଭାପତି ପଦ ବଜାୟ ରଖିଲେ ଶ୍ରୀକାନ୍ତ ତରାଇ।