fbpx

ନକଲି ଜର୍ଦ୍ଦା କାରଖାନା ଠାବ, ନାମିଦାମି ଲୋଗୋ ଓ ଷ୍ଟିକର ଜବତ

ଭଦ୍ରକ: ଆଜି ଭଦ୍ରକ ପୁରୁଣାବଜାର ଥାନା ହେଲାସାହିରୁ ନକଲି ଜର୍ଦ୍ଦା କାରଖାନା ଠାବ କରିଛି ପୋଲିସ । ନକଲି ଜର୍ଦ୍ଦା କାରଖାନାରୁ ପ୍ରାୟ ୬୫ ଲକ୍ଷ ଟଙ୍କାର ନକଲି ଜର୍ଦ୍ଦା ପୋଲିସ ଜବତ କରିଛି । ଚଢ଼ାଉ ସମୟରେ ନାମିଦାମି ଲୋଗୋ, ଷ୍ଟିକର ଓ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଜବତ କରାଯାଇଥିବା ସୂଚନା ମିଳିଛି ।

Get real time updates directly on you device, subscribe now.