fbpx

ଦକ୍ଷିଣ ଫିଲିପାଇନ୍ସରେ ଭୂକମ୍ପ ଝଟକା

ମାନିଲା, ୧୫ା୧୨: ଦକ୍ଷିଣ ଫିଲିପାଇନ୍ସର ମିନ୍ଦାନାଓରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୮ ଥିବାର ରେକର୍ଡ଼ କରାଯାଇଛି । ଏହାଦ୍ୱାରା ବହୁ କ୍ଷୟକ୍ଷତି ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି ।

Get real time updates directly on you device, subscribe now.