fbpx
BSKY
BJD MC SKY
BJD YOUTH SKY

Breaking ଅର୍ଥ ସଚିବ ବିଶାଳ କୁମାର ଦେବଙ୍କୁ ଶକ୍ତି ବିଭାଗ ଦାୟିତ୍ୱ

ଅର୍ଥ ସହ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ଵର: (ଓଡ଼ିଶା ଭାସ୍କର) ଅର୍ଥ ସଚିବ ବିଶାଳ କୁମାର ଦେବଙ୍କୁ ଶକ୍ତି ବିଭାଗ ଦାୟିତ୍ୱ । ଅର୍ଥ ସହ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ । GRIDCOର ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ନିକୁଞ୍ଜ ବିହାରୀ ଧଳଙ୍କ ସ୍ଥାନରେ ବିଶାଳଙ୍କୁ ଅତିରିକ୍ତ ଦାୟିତ୍ୱ ।

Get real time updates directly on you device, subscribe now.