fbpx

ଜାଣନ୍ତୁ ଅତନୁ ସବ୍ୟସାଚୀ ନାୟକଙ୍କୁ ମିଳିଲା କେଉଁ ମନ୍ତ୍ରଳାୟ ଏବଂ ତାଙ୍କର ଶିକ୍ଷାଗତ ଯୋଗ୍ୟତା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କ୍ୟାବିନେଟ ମନ୍ତ୍ରୀ ଭାବେ ଅତନୁ ସବ୍ୟସାଚୀ ନାୟକ ଶପଥ ନେଲେ । ତାଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗର ଦାୟିତ୍ୱ ମିଳିଛି । ସେ ବିଧାନସଭାରେ ଜଣେ ବିଧାୟକ ଭାବେ କାର୍ଯ୍ୟ କରୁଛନ୍ତି । ପାଟକୁରା ଏବଂ ମହାକାଳପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ସ୍ନାତକ ପରେ ଭୁବନେଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟରେ ଏଲଏଲବିରେ ସ୍ନାତକୋତ୍ତର ହାସଲ କରିଛନ୍ତି ।

 

 

 

 

Get real time updates directly on you device, subscribe now.