fbpx

ଜାଣନ୍ତୁ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ମିଳିଲା କେଉଁ ମନ୍ତ୍ରଳାୟ ଏବଂ ତାଙ୍କର ଶିକ୍ଷାଗତ ଯୋଗ୍ୟତା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସେହିପରି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ତାଙ୍କୁ କୃଷି ଓ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ବିଭାଗ ମିଳିଛି । ଆଠଗଡ଼ ବିଧାନସଭା ନିର୍ବାଚନରୁ ପାଞ୍ଚ ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ । ସେ କଳାରେ ସ୍ନାତକତ୍ତୋର କରିବା ସହ ଏଲଏଲବିରେ ମଧ୍ୟ ପାସ କରିଥିଲେ ।

 

 

 

Get real time updates directly on you device, subscribe now.