fbpx
BSKY
BJD YOUTH SKY
BJD MS SKY

କରଞ୍ଜିଆ ଟ୍ରେଜେରୀ ଅଫିସରେ ଅଗ୍ନିକାଣ୍ଡ

କରଞ୍ଜିଆ(ଓଡ଼ିଶା ଭାସ୍କର): କରଞ୍ଜିଆ ଟ୍ରେଜେରୀ ଅଫିସରେ ଭୋର ସମୟରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ଅଫିସର କାଗଜପତ୍ର ଓ କମ୍ପ୍ୟୁଟର ପୋଡ଼ି ନଷ୍ଟ ହୋଇଛି । ବିଦ୍ୟୁତ୍ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ ।

Get real time updates directly on you device, subscribe now.