fbpx

ଭୁବନେଶ୍ୱର ପେନ୍ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ

ଭୁବନେଶ୍ୱର : ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ପେନ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ସର୍ଟ ସର୍କିଟରୁ ଭୟବହ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ନଷ୍ଟ ହୋଇଥିବା ସୂଚନା ମିଳିଛି ।

Get real time updates directly on you device, subscribe now.