fbpx

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, ୩୦ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ନିଆଁ ଲିଭା କାର୍ଯ୍ୟରେ ୯ଟି ଦମକଳ ନିୟୋଜିତ ହୋଇଛି । ୭ ଲୋକଲ୍ୟାଣ ମାର୍ଗରେ ଥିବା ବାସଭବନରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ପଛର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ।

Get real time updates directly on you device, subscribe now.