fbpx

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୨୩ଟି ଫଳ ଦୋକାନ

ଭୁବନେଶ୍ୱର,୨୪ା୧(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର କଳ୍ପନା ଛକ ଭେଣ୍ଡିଂ ଜୋନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ସେଠାରେ ଥିବା ଫଳ ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ ରାତ୍ରିରେ ନିଆଁ ଲାଗିଥିଲା । ଅଗ୍ନିକାଣ୍ଡ ଫଳରେ ୨୩ଟି ଫଳ ଦୋକାନ ଜଳିଯାଇଛି । ଦୀର୍ଘ ସମୟ ପରେ ନିଆଁକୁ ଆୟତ କରିଥିଲେ ଅଗ୍ନିଶମ କର୍ମଚାରୀ । କିନ୍ତୁ ଅଗ୍ନିକାଣ୍ଡ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।

Get real time updates directly on you device, subscribe now.