fbpx

ସେରମ୍ ଇନଷ୍ଟିଚ୍ୟୁଟରେ ଲାଗିଲା ନିଆଁ

ପୁଣେ,୨୧ ।୧: ପୁଣେସ୍ଥିତ ସେରମ ଇନଷ୍ଟିଚ୍ୟୁଟ ବିଲ୍ଡିଂରେ ଲାଗିଗଲା ନିଆଁ । ବିଲ୍ଡିଂର ୨ୟ ମହାଲାରେ ଲାଗିଛି ଏହି ନିଆଁ । ବିସିଜି ଟିକା ପ୍ରସ୍ତୁତ ହେଉଥିବା ବେଳେ ଘଟିଛି ଅଗ୍ନିକାଣ୍ଡ । ସେରମ ଇନଷ୍ଟିଚ୍ୟୁଟରେ ପ୍ରସ୍ତୁତ ହେଉଛି କରୋନା ଟିକା । ଇନଷ୍ଟିଚ୍ୟୁଟର ନୂଆ ପ୍ଲାଣ୍ଟରେ ଏହି ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଦମକଳ ବିଭାଗର ୮ଟି ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ।

Get real time updates directly on you device, subscribe now.