fbpx

ସମ୍ବଲପୁରର ଗୁଟଖା ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ: ୧୦ ଆହତ

ଶରଧାପାଲି(ଓଡ଼ିଶା ଭାସ୍କର): ସମ୍ବଲପୁର ଶରଧାପାଲିରେ ଗୁଟଖା କାରଖାନାରେ ଅଗ୍ନିକାଣ୍ଡ ଘଟିଯାଇଛି । ଏହି ଅଗ୍ନକାଣ୍ଡରେ ୧୦ରୁ ଅଧିକ ଜଣ ଆହତ ହୋଇଥିବା ଜଣାପଡ଼ିଛି । ସେମାନଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ନିଆଁ ଲାଗିଥିବା କାରଖାନାରେ ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀ ପହଞ୍ଚିସାରିଛନ୍ତି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଆହତ କର୍ମଚାରୀଙ୍କ ଉଦ୍ଧାର କାର୍ଯ୍ୟ ମଧ୍ୟ ଜାରି ରହିଛି ।

Get real time updates directly on you device, subscribe now.