fbpx

ଉତ୍କଳ ବିଶ୍ୱବିଦ୍ୟାଳୟରେ ନିଆଁ, ପହଞ୍ଚିଲା ଅଗ୍ନିଶମ ବାହିନୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟରେ ନିଆଁ ଲାଗିଛି । ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଗତକାଲି ଅପରାହ୍ଣରେ ନିଆଁ ଲାଗିଥିବା ଜଣାପଡ଼ିଛି । ତେବେ ଏହି ଖବର ପାଇବା ପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିବା ସହ ନିଆଁକୁ ଆୟତ୍ତ କରିଥିଲେ । ବିଶ୍ୱବିଦ୍ୟାଳୟ ପରିସରରେ ହଠାତ୍ ନିଆଁ ଲାଗିବା ଘଟଣାକୁ ନେଇ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକମାନେ ଭୟଭୀତ ହୋଇ ପଡ଼ିଥିଲେ ।

Get real time updates directly on you device, subscribe now.