fbpx
BJD SKY
BJD SKY

ବଡ଼ ଖବର… ଭୁବନେଶ୍ୱର ଲୋକସେବା ଭବନରେ ଅଗ୍ନିକାଣ୍ଡ: ଜଳୁଛି ରାଜସ୍ୱ ବିଭାଗ

BJD

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଲୋକସେବା ଭବନରେ ଭୀଷଣ ଅଗ୍ନିକାଣ୍ଡ ଘଟିଯାଇଛି । ଲୋକସେବା ଭବନର ପ୍ରଥମ ମଲାରେ ନିଆଁ ଲାଗିଯାଇଥିବା ଦେଖାଯାଇଛି । ଭବନର ରାଜସ୍ୱ ବିଭାଗର କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବିଭାଗ ଚେଷ୍ଟା ଜାରି ରଖିଛନ୍ତି । ମିଳିଥିବା ସୂଚନା ଅନୁସାରେ, ଏପର୍ଯ୍ୟନ୍ତ ରାଜସ୍ୱ ବିଭାଗରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ସମ୍ଭବ ହୋଇ ପାରିନାହିଁ । ତେବେ ଅଗ୍ନିକରାଣ୍ଡର କାରଣ ମଧ୍ୟ କିଛି ଜଣା ପଡ଼ିନାହିଁ । ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ଚେଷ୍ଟା ଜାରି ରଖିଛନ୍ତି ।

Get real time updates directly on you device, subscribe now.