fbpx

ବାଣ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୭ମୃତ୍ୟୁ

ତାମିଲନାଡ଼ୁ, ୪ା୯: ତାମିଲନାଡ଼ୁ ସ୍ଥିତ କୁଡ଼ାଲୋରରେ ଏକ ବାଣ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଯାହା ଫଳରେ ୭ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ସଂଖ୍ୟା ବଢ଼ିବାର ସମ୍ଭାବନା ରହିଛି । କିନ୍ତୁ କାରଖାନାରେ କାହିଁକି ନିଆଁ ଲାଗିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ । ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Get real time updates directly on you device, subscribe now.