fbpx

ମେମୁ ଟ୍ରେନରେ ଲାଗିଲା ନିଆଁ

ଭୁବନେଶ୍ୱର ,୧୭ ।୨(ଓଡିଶା ଭାସ୍କର): ଖୋର୍ଦ୍ଧାରେ ପଲାସା-ଭୁବନେଶ୍ୱର ମେମୁ ଟ୍ରେନରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ସଟ୍ ସର୍କିଟରୁ ନିଆଁ ଲାଗିଥିବା ନେଇ ଜଣାପଡିଛି । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ନିଆଁ ଆୟତ୍ତ ପରେ ପୁଣି ଗଡିଲା ଟ୍ରେନ୍ । ତେବେ ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି ।

Get real time updates directly on you device, subscribe now.