fbpx

ସାତକୋଶିଆ ଇକୋ ରିଟ୍ରିଟରେ ଅଗ୍ନିକାଣ୍ଡ

କଟକ, ୨୮ା୨ (ଓଡିଶା ଭାସ୍କର): କଟକ ଜିଲ୍ଲା ନରସିଂହପୁର ଥାନା ବାଲିପୁଟ ସ୍ଥିତ ସାତକୋଶିଆ ଇକୋ ରିଟ୍ରିଟରେ ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡରେ ୩ଟି କଟେଜ୍ ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ପର୍ଯ୍ୟଟକମାନେ ଅଳ୍ପକେ ରକ୍ଷା ପାଇ ଯାଇଛନ୍ତି । ଭୋର୍ ସମୟରେ ସର୍ଟି ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁଲିଭା କାର୍ଯ୍ୟ ଜାରି ରଖିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.