fbpx

ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଟି-୨୦ ମ୍ୟାଚ, ବୋଲିଂ କରିବ ଭାରତ

ଇନ୍ଦୋର, ୭ା୧: ଇନ୍ଦୋରରେ ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯିବ । ଟସ୍ ଜିତି ଟିମ୍ ଇଣ୍ଡିଆ ପ୍ରଥମେ ଫିଲ୍ଡିଂ କରିବା ନେଇ ନିଷ୍ପତ୍ତି ନେଇଛି । ଉଲ୍ଲେଖଯୋଗ୍ୟ ଯେ ବର୍ଷା ଯୋଗୁଁ ପ୍ରଥମ ମ୍ୟାଚ ବାତିଲ ହୋଇଥିଲା ।

Get real time updates directly on you device, subscribe now.