fbpx

ଜାମ୍ମୁ ଓ କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଇସ୍ତଫା

ନୂଆଦିଲ୍ଲୀ, ୬/୮: ଜାମ୍ମୁ ଓ କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁ ଇସ୍ତଫା ଦେଇଛନ୍ତି। ଗିରୀଶ ଆଜି ରାଷ୍ଟ୍ରପତିଙ୍କ ନିକଟକୁ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ସୂଚନା ମିଳିଛି। ଗତ ଅକ୍ଟୋବର୨୦୧୯ ରେ ଜାମ୍ମୁ ଓ କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ହୋଇଥିଲେ ଗିରୀଶ।

Get real time updates directly on you device, subscribe now.