fbpx

ବୈବାହିକ ଜୀବନରେ ଖୁସି ଚାହୁଁଥିଲେ ଆପଣାନ୍ତୁ ଏହି ଟିପ୍ସ

ତେବେ ପୁରୁଷମାନେ ନିଜ ଯୌନଶକ୍ତି ବଢ଼ାଇବା ପାଇଁ ବଜାରରେ ଉପଲବ୍ଧ ହେଉଥିବା ବିଭିନ୍ନ ପ୍ରକାରର ମେଡ଼ିସିନ ଖାଇବାକୁ ମନସ୍ତ କରନ୍ତି ଯାହା ତାଙ୍କ ଶରୀର ଉପରେ ଖରାପ ପ୍ରଭାବ ପକାଇବା ସହିତ ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟା ସୃଷ୍ଟି କରିଥାଏ। କିନ୍ତୁ ଆଜି ଆମେ ଆପଣଙ୍କୁ କିଛି ଏଭଳି ଘରୋଇ ଟିପ୍ସ କହିବାକୁ ଯାଉଛୁ ଯାହାର ବ୍ୟବହାର ଦ୍ୱାରା ପୁରୁଷଙ୍କ ଯୌନ ଶକ୍ତି ବୃଦ୍ଧି ପାଇବା ସହିତ ଏହା ଆପଣଙ୍କ ସ୍ୱାସ୍ଥ୍ୟ ଉପରେ କୌଣସି କୁପ୍ରଭାବ ପକାଇବ ନାହିଁ। ତେବେ ଆସନ୍ତୁ ଜାଣିବା କିଛି ଘରୋଇ ଟିପ୍ସ ବିଷୟରେ।

କଦଳୀ: କଦଳୀ ହେଉଛି ଏକ ପ୍ରୋଟିନର ଉତ୍ସ। କଦଳୀରେ ପ୍ରଚୁର ପରିମାଣରେ ପୋଟାସିୟମ୍ ରହିଥାଏ। ଯେଉଁ କାରଣରୁ କଦଳୀ ଖାଇବା ଦ୍ୱାରା ନିମ୍ନ ରକ୍ତଚାପ ଠିକ୍ ରହିଥାଏ। ଆଉ ଯୌନ ଅଙ୍ଗଗୁଡ଼ିକର ସଠିକ୍ କାର୍ଯ୍ୟ ପାଇଁ ରକ୍ତଚାପକୁ ନିୟନ୍ତ୍ରଣରେ ରଖିବା ନିହାତି ଆବଶ୍ୟକ। ଏହି କାରଣରୁ, ଜଣେ ବ୍ୟକ୍ତି ସମ୍ପର୍କ ସ୍ଥାପନ କଲାବେଳେ ଶୀଘ୍ର କ୍ଳାନ୍ତ ହୁଏ ନାହିଁ ଏବଂ ଉତ୍ସାହ ପୂର୍ବ ଅପେକ୍ଷା ଅଧିକ ବଢ଼ିଥାଏ।

ରସୁଣ-ପିଆଜ: ଘରେ କିଛି ଖାଦ୍ୟ ପ୍ରସ୍ତୁତ ତିଆରି କରିବା ପାଇଁ ରସୁଣ-ପିଆଜ ବ୍ୟବହାର କରିବା ଏକ ସାଧାରଣ କଥା। କିନ୍ତୁ ବହୁତ କମ୍ ଲୋକ ଜାଣିଥିବେ ଯେ ଏହି ଦୁଇଟି ଜିନିଷର ଜବରଦସ୍ତ ଗୁଣ ରହିଛି। ଆଉ ସେଗୁଡିକ ଖାଇବା ଦ୍ୱାରା ପୁରୁଷମାନଙ୍କ ମଧ୍ୟରେ ଯୌନ ଶକ୍ତି ବଢିଥାଏ।

ଗୋଲମରିଚ ଏବଂ କଞ୍ଚା ଲଙ୍କା: ଗୋଲମରିଚ ଖାଇବା ଦ୍ବାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ। ଏହି କଥା ସମସ୍ତଙ୍କୁ ଜଣା। କେବଳ ଏତିକି ନୁହେଁ ଯଦି ଆମେ ଖାଦ୍ୟରେ ଗୋଲମରିଚ ଓ କଞ୍ଚା ଲଙ୍କା ବ୍ୟବହାର କରିବା ତେବେ ଏହା ପୁରୁଷଙ୍କ ପାଇଁ ଫଳ ପ୍ରଦ ହେଇଥାଏ। ଏହା ଦ୍ୱାରା ପୁରୁଷଙ୍କ ଶରୀରରେ କୌଣସି ଖରାପ ପ୍ରଭାବ ପଡ଼େନାହିଁ। ସେମାନଙ୍କୁ ନିୟମିତ ଖାଇବା ଦ୍ୱାରା ପୁରୁଷମାନଙ୍କର ଯୌନଶକ୍ତି ମଧ୍ୟ ବହୁତ ବୃଦ୍ଧି ପାଇଥାଏ।

ଗୋଲମରିଚ ଏବଂ କଞ୍ଚା ଲଙ୍କା: ଗୋଲମରିଚ ଖାଇବା ଦ୍ବାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ। ଏହି କଥା ସମସ୍ତଙ୍କୁ ଜଣା। କେବଳ ଏତିକି ନୁହେଁ ଯଦି ଆମେ ଖାଦ୍ୟରେ ଗୋଲମରିଚ ଓ କଞ୍ଚା ଲଙ୍କା ବ୍ୟବହାର କରିବା ତେବେ ଏହା ପୁରୁଷଙ୍କ ପାଇଁ ଫଳ ପ୍ରଦ ହେଇଥାଏ। ଏହା ଦ୍ୱାରା ପୁରୁଷଙ୍କ ଶରୀରରେ କୌଣସି ଖରାପ ପ୍ରଭାବ ପଡ଼େନାହିଁ। ସେମାନଙ୍କୁ ନିୟମିତ ଖାଇବା ଦ୍ୱାରା ପୁରୁଷମାନଙ୍କର ଯୌନଶକ୍ତି ମଧ୍ୟ ବହୁତ ବୃଦ୍ଧି ପାଇଥାଏ।

ସୂର୍ଯ୍ୟ କିରଣ: ଯୌନ ଶକ୍ତି ଟିପ୍ସ ବୃଦ୍ଧି କରିବାକୁ, ପ୍ରତିଦିନ ସୂର୍ଯ୍ୟ କିରଣ ଗ୍ରହଣ କରିବା ଭଲ ବୋଲି କୁହାଯାଇଛି। ଏହା କରିବା ଦ୍ୱାରା ଆମ ଶରୀରରେ ମେଲାଟୋନିନ୍ ନାମକ ହରମୋନ୍ କମିଯାଏ, ଯେଉଁ କାରଣରୁ ଯୌନ ସମ୍ପର୍କ ରଖିବା ସମୟରେ କୌଣସି ଅସୁବିଧା ହୁଏନାହିଁ।

ପ୍ରେମର ମୂହୁର୍ତ୍ତରେ ବିଫଳତାକୁ ଏଡାଇବା ପାଇଁ ଟେନସନକୁ ଆପଣଙ୍କ ଜୀବନଠାରୁ ଦୂରରେ ରଖନ୍ତୁ। ଏଥିପାଇଁ ସକାଳ କିମ୍ବା ସନ୍ଧ୍ୟାରେ ଚାଲିବାର ଅଭ୍ୟାସ କରନ୍ତୁ। ବ୍ୟାୟାମ କରିବା ସହିତ ପ୍ରତିଦିନ ଯୋଗ ଧ୍ୟାନ କରନ୍ତୁ। କେବଳ ଏତିକି ନୁହେଁ ଆପଣଙ୍କ ସାଥୀଙ୍କ ସହିତ ମଧ୍ୟ ଛୋଟ ଛୋଟ ଟ୍ରିପ ଯୋଜନା କରନ୍ତୁ ଯାହା ଦ୍ୱାରା ଆପଣଙ୍କ ମାନସିକ ସ୍ଥିତି ଠିକ ରହିବ ଏବଂ ଆପଣ ଦାମ୍ପତ୍ୟ ଜୀବନରେ କୌଣସି ବିଫଳତା ଦେଖା ଯିବନାହିଁ।

ତେବେ ଏତେ ସବୁ ବିଷୟରେ ଧ୍ୟାନ ଦେବା ପୂର୍ବରୁ ଏହି ବିଷୟରେ ମଧ୍ୟ ଧ୍ୟାନ ଦେବା ଆବଶ୍ୟକ ଯେ ଆପଣ ଯେତେବେଳେ ଆପଣଙ୍କ ପାର୍ଟନର ସହିତ ସମ୍ପର୍କ ସ୍ଥାପନ କରୁଛନ୍ତି ସେତେବେଳେ ଆପଣଙ୍କ ମାନସିକ ସ୍ଥିତି ଭଲ ରହିଥିବା ଆବଶ୍ୟକ।

Get real time updates directly on you device, subscribe now.