fbpx

ପୂର୍ବତନ CBI ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ପରଲୋକ

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ଆଜି ପରଲୋକ ହୋଇଛି । ଏକମାତ୍ର ଓଡ଼ିଆ ଭାବରେ ସିବିଆଇ ନିର୍ଦ୍ଦେଶକ ରହିଥିବା ଉମାଶଙ୍କର ମିଶ୍ର ୨୦୦୩ରେ ସିବିଆଇ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୮ ବ୍ୟାଚ ଓଡ଼ିଶା କ୍ୟାଡରର ଆଇପିଏସ ଅଫିସର ଉମାଶଙ୍କର ଓଡ଼ିଶାର ଏକମାତ୍ର ବ୍ୟକ୍ତି ଭାବରେ ସିବିଆଇ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ ।

Get real time updates directly on you device, subscribe now.