fbpx

ପୂର୍ବତନ କର୍ପୋରେଟର ରଞ୍ଜିତା ଗିରଫ

Advertisement

କଟକ,୧୦ ।୧୧(ଓଡିଶା ଭାସ୍କର): କଟକର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଗିରଫ ହୋଇଛନ୍ତି । ଦାଦାବଟି ଆଦାୟ ଅଭିଯୋଗରେ ରଞ୍ଜିତାଙ୍କ ସହ ୩ ଜଣଙ୍କୁ ଗିରଫ କରାଯାଇଛି । ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଅଭିଯୋଗରେ ଗିରଫ ହୋଇଥିବା ଜଣାପଡିଛି ।

Get real time updates directly on you device, subscribe now.