fbpx

ଶଙ୍ଖ ଛାଡି ପଦ୍ମ ଧରିଲେ ପ୍ରିୟଦର୍ଶୀ ମିଶ୍ର, କିଛି ସମୟ ତଳେ ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର: ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିଲେ ପ୍ରିୟଦର୍ଶୀ । ସଭାପତି ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି । କିଛି ସମୟ ତଳେ ପ୍ରିୟଦର୍ଶୀ ବିଜେଡିରୁ ଇସ୍ତଫା ଦେଇଥିଲେ ।

Get real time updates directly on you device, subscribe now.