ମୋହନ ସରକାରଙ୍କ ବର୍ଷପୂର୍ତ୍ତିରେ 500 ସ୍କୁଲର ପଡ଼ିବ ଭିତ୍ତିପ୍ରସ୍ତର
ସରକାରଙ୍କ ବର୍ଷପୂର୍ତ୍ତିରେ 500 ସ୍କୁଲର ପଡ଼ିବ ଭିତ୍ତିପ୍ରସ୍ତର । ଏନେଇ ସୂଚନା ଦେଲେ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ଭୁବନେଶ୍ବର: ସରକାରଙ୍କ ବର୍ଷପୂର୍ତ୍ତିରେ 500 ସ୍କୁଲର ପଡ଼ିବ ଭିତ୍ତିପ୍ରସ୍ତର । ଏନେଇ ସୂଚନା ଦେଲେ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଯୋଜନାରେ ଏହା ହେବ । 314 ବ୍ଲକରେ ଆଦର୍ଶ ପ୍ରଥମିକ ସ୍କୁଲର ପଡ଼ିବ ଭିତ୍ତିପ୍ରସ୍ତର । ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।