fbpx

ଭୁବନେଶ୍ୱରରେ ୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ; ଯୁବକ ଅଟକ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ରାଜଧାନୀ ଭୁବନେଶ୍ୱରରେ ୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥାବା ଅଭିଯୋଗ ହୋଇଛି । ଏନେଇ ଜଣେ ଯୁବକ ଅଟକ । ଏୟାରପୋର୍ଟ ଥାନା ଅଞ୍ଚଳର ଏକ ବସ୍ତିରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ପଡ଼ୋଶୀ ନାବାଳିକାକୁ ଚକୋଲେଟ୍‌ ଦେବାକୁ କହି ଘରକୁ ଡାକି ଦୁଷ୍କର୍ମ ଅଭିଯୋଗ ହୋଇଛି । ଅଭିଯୋଗ ପରେ ପୋଲିସର ତଦନ୍ତ ଜାରି ରହିଛି । ନାବାଳିକାକୁ ଡାକ୍ତରୀ ମାଇନା ପାଇଁ ପଠା ଯାଇଛି ।

Get real time updates directly on you device, subscribe now.