fbpx

ବନ୍ଧା ହେଲା ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟ

ଭୁବନେଶ୍ୱର,୧୭ ।୧୦(ଓଡିଶା ଭାସ୍କର): ଦାଦାବଟି ଆଦାୟ ଅଭିଯୋଗରେ ଗିରଫ ହୋଇଛି ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟ । ରାଜାକୁ ଗିରଫ କରିଛି କମିଶନରେଟ ପୋଲିସ । ଗିରଫ ପରେ କ୍ୟାପିଟାଲ ଥାନାରେ ରାଜାକୁ ଜେରା ଚାଲିଛି । ତେବେ ୨୦ ହଜାର ଟଙ୍କା ଦାଦାବଟି ଆଦାୟ ଅଭିଯୋଗରେ ରାଜା ଗିରଫ ହୋଇଛି ।

Get real time updates directly on you device, subscribe now.