fbpx

ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ

ନୂଆଦିଲ୍ଲୀ, ୮ା୮: ଦେଶର ନୂଆ ସିଏଜି ଭାବେ ଶପଥ ଗ୍ରହଣ କରିଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ । ଓଡ଼ିଆ ଆଇଏଏସ ଅଫିସର ଗିରୀଶ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେ ରାଜୀବ ମହର୍ଷିଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଭବନରେ ଶପଥ ପାଠ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ରହିଥିଲେ । ଗିରୀଶଙ୍କ ଘର ଓଡ଼ିଶାର ମୟୁରଭଞ୍ଜ ଜିଲ୍ଲାରେ ।

Get real time updates directly on you device, subscribe now.