ଆଜି ପୁଣି କମିଲା ସୁନା ଓ ରୂପା ଦର, କିଣିବା ପୂର୍ବରୁ ଜାଣନ୍ତୁ ୧୦ ଗ୍ରାମ ପିଛା କେତେ କମିଲା…
ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର ।
ଭୁବନେଶ୍ବର: ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି । ଗତକାଲି ଅର୍ଥାତ ଗୁରୁବାର ଅପେକ୍ଷା ଶୁକ୍ରବାର ଦର ସାମାନ୍ୟ କମିଛି ।
ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ 10 ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି । ଭୁବନେଶ୍ବରରେ ଗତକାଲି ଅପେକ୍ଷା ଆଜି ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି ।
ସେହିପରି ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଆଜି ୨୨ କ୍ୟାରେଟ୍ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି ।
ରାଜଧାନୀ ଦିଲ୍ଲୀରେ ସୁନା ଦର ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ଆଜି ୨୨ କ୍ୟାରେଟ୍ ସୁନା ଦର 10 ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି । ଗତ କାଲି ଅପେକ୍ଷା ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି ।
ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଆଜି ୨୨ କ୍ୟାରେଟ୍ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି ।
ବେଙ୍ଗାଲୁରୁରେ ମଧ୍ୟ ଆଜି ୨୨ କ୍ୟାରେଟ୍ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି ।
ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୧୭ ହଜାର ୯୦୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୨୭ ହଜାର ୯୦୦ ଟଙ୍କା ରହିଛି ।