fbpx

ଲୋକଙ୍କୁ ଝଟକା ! ଆଜି ପୁଣି ଚମକିଲା ସୁନା, ଜାଣନ୍ତୁ ୧୦ ଗ୍ରାମ୍ ପିଛା କେତେ ଦର?

ନୂଆଦିଲ୍ଲୀ : ସୁନା ପ୍ରେମୀଙ୍କୁ ବଡ଼ ଝଟକା। ପୁଣି ବଢିଲା ସୁନା ରେଟ୍। ଗତକାଲି ଦର ବୃଦ୍ଧି ପାଇଥିବା ବେଳେ ଆଜି ଦର ଆକାଶ ଛୁଆଁ ହୋଇଛି। ଦଶହରା ପୂର୍ବରୁ ଦର ବୃଦ୍ଧି ଗ୍ରାହକଙ୍କୁ ପୁଣି ଥରେ ଟେନସନରେ ପକାଇଛି। ଯଦି ଆପଣ ଆଜି ସୁନା -ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍…

ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୭୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୨୫୦ ଓ ୨୭୦ ଟଙ୍କା ବୃଦ୍ଧି ପାଇଛି।ସେହିପରି ଦେଶର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୨୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ ରେ ୨୫୦ ଓ ୨୭୦ ଟଙ୍କା ବୃଦ୍ଧି ପାଇଛି।

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୫୦ ଓ ୨୭୦ ଟଙ୍କା ବଢିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୨୫୦ ଓ ୨୭୦ ଟଙ୍କା ବଢିଛି।

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୨୫୦ ଓ ୨୭୦ ଟଙ୍କା ବଢିଛି।

Get real time updates directly on you device, subscribe now.