fbpx

ଆରମ୍ଭ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା: IMD

ଭୁବନେଶ୍ଵର (ଓଡ଼ିଶା ଭାସ୍କର): ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ମଧ୍ୟରାତ୍ର ପର୍ଯ୍ୟନ୍ତ ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରୀ ରହିବ । ଏହାର ବିଶେଷ ପ୍ରଭାବ ଗଂଜାମ ଓ ଗଜପତି ଜିଲ୍ଲାରେ ପଡିବ ବୋଲି IMD ପକ୍ଷରୁ ସୂଚନା ଦେଇଛନ୍ତି। ସନ୍ଧ୍ୟା ୬ଟାରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଧୀରେ ଧୀରେ ପବନର ବେଗ ବଢିବ ଓ ବର୍ଷା ର ପରିମାଣ ମଧ୍ୟ ତା ସହିତ ବଢ଼ିବ । ଦକ୍ଷିଣ ଓଡ଼ିଶାରେ ଥିବା ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ହେବ ।

Get real time updates directly on you device, subscribe now.