fbpx

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କୁ କରୋନା

ହରିୟାଣା, ୨୪/୮: ଦେଶରେ କ ରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କୁ କରୋନା ହୋଇଥିବା ସୂଚନା ମିଳିଛି। ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ସେ ନିଜେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି ଖଟ୍ଟର । ୭ ଦିନ ଭିତରେ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସତର୍କ ରହିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।

Get real time updates directly on you device, subscribe now.