fbpx

କାଲି ୯ ଜିଲ୍ଲାରେ ଘନ କୁହୁଡି: ଜାଣନ୍ତୁ କେଉଁ କେଉଁ ଜିଲ୍ଲା ସାମିଲ?

ଭୁବନେଶ୍ୱର,୧୯ ।୧(ଓଡିଶା ଭାସ୍କର): ରାଜ୍ୟରେ ଶୀତର ପ୍ରକୋପ ବଢିବାରେ ଲାଗିଛି । ଆସନ୍ତାକାଲି ରାତି ଓ ୨୧ ତାରିଖ ସକାଳେ ୯ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହି ୯ଟି ଜିଲ୍ଲା ଯଥା-ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, କନ୍ଧମାଳ ଓ ଯାଜପୁର ଜିଲ୍ଲାରେ ଘନ କହୁଡି ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ପରେ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଏସଆରସି । ରାଜପଥରେ ଦୁର୍ଘଟଣା ଏଡାଇବାକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.