fbpx

ରାଜ୍ୟର ୪ଜିଲ୍ଲା ସାବଧାନ!

ଭୁବନେଶ୍ୱର,୨୮/୭(ଓଡିଶା ଭାସ୍କର): ରାଜ୍ୟର ୪ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ୪ ଜିଲ୍ଲା ଯଥା ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳ। ସେହିପରି ଉତ୍ତର ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଧା, ବଲାଙ୍ଗୀର, ଅନୁଗୁଳ, ସୋନପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲା‌ର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହା ପରେ ଦୁଇ ଦିନ ପର୍ୟ୍ୟନ୍ତ ପାଗ ଶୁଖିଲା ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି।

Get real time updates directly on you device, subscribe now.