fbpx

ଉତ୍ତର ଆନ୍ଧ୍ରପ୍ରଦେଶ ଛୁଇଁଲା ଗଭୀର ଅବପାତ

ଭୁବନେଶ୍ୱର,୧୩/୧୦(ଓଡିଶା ଭାସ୍କର): ଉତ୍ତର ଆନ୍ଧ୍ରପ୍ରଦେଶ ଛୁଇଁଛି ଗଭୀର ଅବପାତ । ଆନ୍ଧ୍ରପ୍ରଦେଶର କାକିନାଡା ନିକଟରେ ଛୁଇଁଛି ଏହି ଗଭୀର ଅବପାତ । ସକାଳ ୬ଟା ୩୦ରୁ ୭ଟା ୩୦ ମଧ୍ୟରେ ଗଭୀର ଅବପାତ ଅତିକ୍ରମ କରିଛି ।

ତେବେ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଜଗତସିଂହପୁର ଓ ଗଜପତିରେ ବର୍ଷା ଜାରି ରହିଛି । ଭୁବନେଶ୍ବରରେ ମଧ୍ୟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି।

Get real time updates directly on you device, subscribe now.