୫ ଜିଲ୍ଲାରେ ପ୍ରବଳ ଛେଚିବ, ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି। ୫ ଜିଲ୍ଲାରେ ପ୍ରବଳ ଛେଚିବ ବର୍ଷା।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବାବେଳେ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ସମେତ ଉପକୂଳ ଓଡ଼ିଶାରେ ବି ପ୍ରବଳ ବର୍ଷିବା ସମ୍ଭାବନା।

ରାଜ୍ୟରେ

୧୯ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।